ଗଞ୍ଜାମର ୯ ସହରରୁ ଉଠିଲା ଶଟ୍‌ଡାଉନ୍‌: ରାତି ୯ରୁ ଲାଗୁ ହେବ ଲକ୍‌ଡାଉନ୍‌

ଛତ୍ରପୁର,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍‌ଡାଉନ୍‌ ପକ୍ରିୟା ଜାରି ରହିବ। ଅପରପକ୍ଷରେ ଗଞ୍ଜାମ ଜିଲାର ୯ଟି ସହରରେ ୨୧ ତାତିଖ ପର୍ଯ୍ୟନ୍ତ ଜାରି ହୋଇଥିବା ଶଟ୍‌ଡାଉନ୍‌କୁ ଉଠାଇ ଦିଆଯାଇଛି । ଏଠାରେ ମଧ୍ୟ ଲକ୍‌ଡାଉନ୍‌ ରହିବ। ଜିଲାର ଯେଉଁଠି ଯେଉଁଠି ଅଧିକ କରୋନା ଆକ୍ରାନ୍ତ ବଢ଼ୁଛି ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ସେଠାରେ ପୂର୍ବ ଭଳି କଣ୍ଟନମେଣ୍ଟ ନିୟମ ବଳବତ୍ତର ରହିବ । ଜିଲାରେ ଆରମ୍ଭ ହେବାକୁ ଥିବା ଲକ୍‌ଡାଉନ୍‌କୁ ସମ୍ପୂର୍ଣ୍ଣ ଭାବେ କଡ଼ାକଡ଼ି କରାଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର କହିଛନ୍ତି । ଦୋକାନୀମାନେ ସମ୍ପୂର୍ଣ୍ଣ ବ୍ୟାରିକେଟ୍‌ କରି ନିର୍ଦ୍ଧାରିତ ସମୟ ଭିତରେ ବ୍ୟବସାୟ କରିବେ, ଯଦି କେହି ନିୟମ ଉଲ୍ଲଘଂନ କରନ୍ତି ତେବେ ଦୋକାନ ବନ୍ଦ ସହ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ...

ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ...

ଅଟକାଇ ନିର୍ଧୂମ ପିଟିଲେ, ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ ପୋଲିସ

କଟକ,୧୯।୧୨: ପୋଲିସ ବାବୁଙ୍କ ଦବଙ୍ଗଗିରି। ଯୁବକଙ୍କୁ ଅଟକାଇ ନିର୍ଧୂମ ପିଟିଲେ। ପରେ ଗୋଇଠା ମାରି ରାସ୍ତାଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ। ପୋଲିସ...

ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ, କଡ଼ା ପ୍ରତିକ୍ରିୟା ଦେଲେ ଅପରାଜିତା

ନୂଆଦିଲ୍ଲୀ,୧୯।୧୨: ଗୁରୁବାର ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଧକ୍କା ମାରିବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି...

ବଡ଼ଦିନ ପୂର୍ବରୁ ଦାରିଙ୍ଗବାଡ଼ି ଚଳଚଞ୍ଚଳ

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଆଉ କିଛିଦିନ ପରେ ଖ୍ରୀଷ୍ଟମାସ ପାଳନ କରାଯିବ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଖ୍ରୀଷ୍ଟ ଶ୍ରଦ୍ଧାଳୁ ବଡ଼ଦିନ ଭାବେ ପାଳନ କରିବେ ଏଥିପାଇଁ ଏବେଠାରୁ ଅଞ୍ଚଳରେ...

 ପାଖରେ ନାହିଁ ଅର୍ଥ, ଝିଅର ଚିକିତ୍ସା ପାଇଁ  ସହାୟତା ନିବେଦନ କଲେ ମା’

ଛତ୍ରପୁର,୧୯।୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଜ୍ଞାପିତ ଅଞ୍ଚଳ ପରିଷଦର ବାସିନ୍ଦା ପ୍ରିୟଙ୍କା ଗୌଡ଼ଙ୍କ ଝିଅ  ଶ୍ରୀୟା ଦୀର୍ଘ ୧୦ ବର୍ଷ ହେବ ମସ୍ତିଷ୍କ ବିକୃତି...

କାହିଁକି ବାରମ୍ବାର ଓଡ଼ିଶା ଆସୁଛନ୍ତି ଶାହା, ମାସକ ପରେ ପୁଣି ଫୋକସ୍‌ରେ….

ଭୁବନେଶ୍ୱର,୧୯।୧୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଡିସେମ୍ବର ୨୮, ୨୯ ଓ ୩୦ ଭିତରୁ ଦୁଇ ଦିନିଆ...

ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri