ସାଇବର ଅପରାଧ ନେଇ ବଢ଼ୁଛି ଚିନ୍ତା

ଗଞ୍ଜାମ,୧୧ା୨(ବିଦ୍ୟାଧର ସାହୁ): ବିଭିନ୍ନ ସମୟରେ ଅନେକ ଲୋକ ସାଇବର ଠକେଇର ଶିକାର ହେଉଛନ୍ତି। ଏହାକୁ ରୋକିବା ପାଇଁ ଜନ ସଚେତନତା ସୃଷ୍ଟି କରିବା ନିମନ୍ତେ ଗଞ୍ଜାମ ଥାନା ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇପିଏସ ଅଧିକାରୀ ମନୀଷା ମିନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯକ୍ରମରେ ବଡ଼ ବଜାର, ସାନ ବଜାର, ପୁଇଁତୋଳାର ବଣିକ ଓ ଗଞ୍ଜାମ ବ୍ଲକର ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଥାନାଧିକାରୀ ସୁମିତ୍ରା ପାତ୍ର, ଏସଆଇ ଅନିରୁଦ୍ଧ ସ୍ବାଇଁ, ଏଏସଆଇ ଜି. ଅନନ୍ତ ରାଓ କିଭଳି ସାଇବର ଠକେଇରୁ ବର୍ତ୍ତିହେବ ସଚେତନ କରିଥିଲେ। ସୁଧିର ପାଢ଼ୀ, କାହ୍ନୁ ଚରଣ ପଣ୍ଡା, ସରପଞ୍ଚ ପ୍ରତିନିଧି ବିଦ୍ୟାଧର ପ୍ରଧାନ, ସରପଞ୍ଚ ଅଜୟ ନାୟକ, ବିଶ୍ୱନାଥ ତରାଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି...

ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା

ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି...

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪: ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image