Categories: Video

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ରାଜ୍ୟରେ ଯେମିତି କରୋନା ଗ୍ରାଫରେ ବ୍ରେକ ଲାଗୁନି । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବଢି ଚାଲିଛି । ଆଜି ଆଉ ୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।