Posted inଜାତୀୟ

ରାୟପୁରରେ କଂଗ୍ରେସର ରାଷ୍ଟ୍ରୀୟ ଅଧିବେଶନ ଆଜିଠାରୁ, ରାହୁଲଙ୍କ ସମେତ ବହୁ ବଡ ବଡ ନେତା ହେବେ ସାମିଲ

ରାୟପୁର,୨୪ ।୨: ଛତିଶଗଡ଼ର ରାଜଧାନୀ ରାୟପୁରରେ ୨୪ ଫେବୃୟାରୀ ଅର୍ଥାତ୍ ଶୁକ୍ରବାରଠାରୁ କଂଗ୍ରେସର ରାଷ୍ଟ୍ରୀୟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଗୁରୁବାରଠାରୁ ରାୟପୁରରେ ପହଞ୍ଚି ସାରିଛନ୍ତି । ରାହୁଲ ଗାନ୍ଧୀଙ୍କ ସମେତ ବହୁ ନେତା ଏହି ଅଧିବେଶନରେ ଶୁକ୍ରବାର ସାମିଲ ହେବେ । ୨୫ ଫେବୃୟାରୀରେ ପ୍ରିୟଙ୍କା ଗାନ୍ଧୀ ରାୟପୁରରେ ପହଞ୍ଚିବେ ।
କଂଗ୍ରେସର ଏହି ଅଧିବେଶନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ଅଧିବେଶନ ସ୍ଥଳରେ ସମସ୍ତ ଡୋମ ଏୟାର କଣ୍ଡିଶନର ପ୍ରସ୍ତୁତ କରାଯାଇଛି । ଏଠାରେ ଭିନ୍ନ ଭିନ୍ନ ଏଲଇଡି ସ୍କ୍ରିନ ଲଗାଯାଇଛି । କଂଗ୍ରେସର ରାଷ୍ଟ୍ରୀୟ ଅଧିବେଶନର ଡୋମରେ ସମସ୍ତ ଭିଆଇପି ରହିବେ । ଏଥିପାଇଁ ଏକ ବଡ ମଞ୍ଚ ତିଆରି କରାଯାଇଛି । ଏହା ଥିମ ବେସ୍‌ଡ । ଅଧିବେଶନରେ ୧ ହଜାର ସଦସ୍ୟ ଯୋଗ ଦେବା ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ...

ମନମୋହନ ସିଂଙ୍କର ଏହି ଗୋଟିଏ ଇଚ୍ଛା ରହିଗଲା ଅଧୁରା…

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ହୋଇଥିଲା। କେନ୍ଦ୍ର...

ମନମୋହନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ସାରାଦେଶ, ଆମେରିକାରୁ ଝିଅର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା

ନୂଆଦିଲ୍ଲୀ,୨୭ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ୯୨ ବର୍ଷ ବୟସରେ ହୋଇଛି। ଗୁରୁବାର ସେନାଧ୍ୟରେ ତାଙ୍କର ଛତା ଚାଲିଯିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ...

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌...

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri