ପଞ୍ଜାବରେ କଂଗ୍ରେସ-ଏଏପି ଟକ୍କର…

ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି ୫୧ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୩୬ ଆସନରେ ଆଗୁଆ ରହିଛି। ସେହିପରି ଶିରୋମଣୀ ଅକାଳୀ ଦଳ ୨୧ ଆସନ ଏବଂ ଭାଜପା ୭ ଆସନରେ ଆଗୁଆ ରହିଛି।

 

Share