ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ନୂଆପଡ଼ାରୁ ଲଢ଼ିବେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨।୪: ବିଜେଡି, ଭାଜପା ପରେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ାରୁ ଲଢ଼ିବେ ।
ଜାଣନ୍ତୁ କିଏ କେଉଁଠୁ ଲଢିବେ…

ରାଉରକେଲା- ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁର- ରାଜନ ଏକ୍କା
ଲୋଇସିଂହା- ଓମ ପ୍ରକାଶ କୁମ୍ଭାର, ପାଟଣାଗଡ଼- ଅନୀଲ ମେହେର
ବଲାଙ୍ଗୀର- ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜି- ସନ୍ତୋଷ ସିଂ ସାଲୁଜା
ଉମରକୋଟ- ସନରାଜ ଗଣ୍ଡ, ଝରିଗାଁ- ହାରାବତୀ ଗଣ୍ଡ
ନବରଙ୍ଗପୁର- ଦିଲୀପ ପ୍ରଧାନୀ, ଡାବୁଗାଁ- ଲିପିକା ମାଝୀ
ଲାଞ୍ଜିଗଡ଼- ବଳଭଦ୍ର ମାଝୀ, ଜୁନାଗଡ଼- ତୁଳେଶ୍ବର ନାଏକ
ଧର୍ମଗଡ଼- ରଶ୍ମୀରେଖା ରାଉତ, ଭବାନୀପାଟଣା- ସାଗର ଦାସ
ନର୍ଲା- ଭକ୍ତ ଚରଣ ଦାସ, ବାଲିଗୁଡ଼ା- ସୁରଦ ପ୍ରଧାନ
ଜି.ଉଦୟଗିରି- ପ୍ରଫୁଲ୍ଲ ପ୍ରଧାନ, ଫୁଲବାଣୀ- ପ୍ରତିଭା କହଁର
କଣ୍ଟାମାଳ- ମନୋଜ ଆଚାର୍ଯ୍ୟ, ବୌଦ୍ଧ- ନବ ମିଶ୍ର
ଭଂଜନଗର- ପ୍ରଶାନ୍ତ ବିଷୋୟୀ, ପୋଲସରା- ଅଗସ୍ତୀ ବରଦା
କବିସୂର୍ଯ୍ୟନଗର- ଚିରଂଜୀବ ବିଷୋୟୀ, ସୋରଡ଼ା- ହରିକ୍ରିଷ୍ଣା ରଥ
ପଦ୍ମପୁର- ଟଙ୍କଧର ସାହୁ, ବିଜେପୁର- କିଶୋର ଦଫାଦାର
ବରଗଡ଼- ନିପନ ଦାସ, ଭଟଲୀ- ବ୍ରହ୍ମା ମହାକୁଡ଼
ବ୍ରଜରାଜନଗର- କିଶୋର ପଟେଲ, ତଳସରା- ପ୍ରବୋଧ ତିର୍କି
ସୁନ୍ଦରଗଡ଼- ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀ- ଗୋପାଳ ଦାସ
ସାନଖେମୁଣ୍ଡି- ରମେଶ ଜେନା, ଚିକିଟି- ରବୀନ୍ଦ୍ର ଦ୍ୟାନସାମନ୍ତରାୟ
ମୋହନା- ଦାଶରଥୀ ଗମାଙ୍ଗ, ପାରଳାଖେମୁଣ୍ଡି- ବିଜୟ ପଟ୍ଟନାୟକ
ଗୁଣପୁର- ସତ୍ୟଜିତ ଗମାଙ୍ଗ, ବିଷମକଟକ- ନୀଳମାଧବ ହିକକା
ରାୟଗଡ଼ା- ଆପଲସ୍ବାମୀ କାଡ୍ରାକା, ଲକ୍ଷ୍ମୀପୁର- ପବିତ୍ର ସାଉଁନ୍ତା
କୋଟପାଡ଼- ଅନାମ ଦିଆନ, ଜୟପୁର- ତାରା ବାହିନୀପତି
କୋରାପୁଟ- କୃଷ୍ଣଚନ୍ଦ୍ର କୁଳଦୀପ, ପଟାଙ୍ଗୀ- ରାମଚନ୍ଦ୍ର କାଡ଼ାମ
ମାଲକାନଗିରି- ମାଲା ମାଢ଼ୀ, ଚିତ୍ରକୋଣ୍ଡା- ମଙ୍ଗୁ ଖିଲ


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri