ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର ପାଇଁ ଅଶୋକ ଦାସଙ୍କ ନାମ ଘୋଷଣା କରାଯାଇଛି।

ପୂର୍ବରୁ କଂଗ୍ରେସ ୧୨୨ ଆସନରେ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଥିଲା । ଏବେ ମୋଟ ୧୨୬ ଆସନରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି।

ସେହିପରି ମୋଟ ୧୭ ଲୋକ ସଭା ଆସନ ପାଇଁ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଛି । ତେବେ ବାକି ଆସନ ପାଇଁ ମଧ୍ୟ ଖୁବ୍‌ ଶୀଘ୍ର ଦଳ ପ୍ରାର୍ଥୀ ଘୋଷଣା କରିପାରେ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି: ଅଟାରୀ-ୱାଘା ସୀମା ବନ୍ଦ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

ପହଲଗାମ ଆକ୍ରମଣ ଉପରେ ରବର୍ଟ ଭଦ୍ରାଙ୍କ ବିବାଦୀୟ ବୟାନ, କହିଲେ-”ମୁସଲମାନମାନଙ୍କୁ ଦମନ କରାଯାଉଛି…”

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ ରବର୍ଟ ଭଦ୍ରାଙ୍କ ଏକ ବୟାନ ବିବାଦ ସୃଷ୍ଟି କରିଛି। ମଙ୍ଗଳବାର...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

Kashmir Attack: ପାକିସ୍ତାନ ମୁହାଁ ଭାରତୀୟ ସେନା! ହେବ କି ବଡ଼ଯୁଦ୍ଧ

ନୂଆଦିଲ୍ଲୀ,୨୩।୪: ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଅତ୍ୟଧିକ ବୃଦ୍ଧି କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image