Posted inଜାତୀୟ

ଗେହଲଟ୍‌, ପାଇଲଟଙ୍କୁ ବଡ଼ ଦାୟିତ୍ୱ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ କଂଗ୍ରେସ ରାଜ୍ୟର ବିଭିନ୍ନ ଅଞ୍ଚଳ ପାଇଁ ଏହାର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ମଧ୍ୟ ବଡ଼ ଦାୟିତ୍ୱ ଦିଆଯାଇଛି।

କଂଗ୍ରେସ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ, ଦଳର ରାଷ୍ଟ୍ରୀୟ ସଭାପତି ଏଆଇସିସିର ବରିଷ୍ଠ ପର୍ଯ୍ୟବେକ୍ଷକ ଏବଂ ରାଜ୍ୟ ନିର୍ବାଚନ ବରିଷ୍ଠ ସଂଯୋଜକ ନିଯୁକ୍ତ କରାଯାଇଛି। ମୁମ୍ବାଇ ଏବଂ କୋଙ୍କଣ, ବିଦର୍ଭ (ଅମରାବତୀ ଏବଂ ନାଗପୁର), ମରାଠୱାଡା, ପଶ୍ଚିମ ମହାରାଷ୍ଟ୍ର, ଉତ୍ତର ମହାରାଷ୍ଟ୍ର ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି।

ମୁମ୍ବାଇ ଏବଂ କୋଙ୍କଣ ଅଞ୍ଚଳ: ଅଶୋକ ଗେହଲଟ୍‌, ଜି ପରମେଶ୍ୱର
ମରାଠୱାଡା: ସଚିନ ପାଇଲଟ, ଉତ୍ତମ ରେଡ୍ଡୀ
ବିଦର୍ଭ: ଭୁପେଶ ବଘେଲ, ଚରଣଜିତ ସିଂ ଚନ୍ନି, ଉମଙ୍ଗ ସିଙ୍ଘାର
ପଶ୍ଚିମ ମହାରାଷ୍ଟ୍ର: ଟି.ଏସ ସିଂ ଦେଓ, ଏମବି ପାଟିଲ
ଉତ୍ତର ମହାରାଷ୍ଟ୍ର: ନାସିର ହୁସେନ, ଅନାସୁୟା ସୀତକା

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ...

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ...

ବାବା ସିଦ୍ଦିକୀ ହତ୍ୟାକାଣ୍ଡ: ୟୁଟ୍ୟୁବ ଦେଖି ଗୁଳି ଚଳାଇବା ଶିଖିଥିଲେ ଅଭିଯୁକ୍ତ

ମୁମ୍ବାଇ,୧୬।୧୦: ଶନିବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଭେଟେରାନ ଏନସିପି ନେତା ଅଜିତ ପାୱାର ଗ୍ରୁପର ବାବା ସିଦ୍ଦିକୀଙ୍କୁ ଗୁଳି କରି ହତ୍ୟା...

ଯେବେ ମେଜର ଜେନରାଲଙ୍କ ଝିଅଙ୍କୁ ଭଲପାଇ ବସିଥିଲେ ଓମାର ଅବଦୁଲ୍ଲା, କୋର୍ଟରେ ପହଞ୍ଚିଥିଲା ମାମଲା…

ନୂଆଦିଲ୍ଲୀ,୧୬।୧୦: ନ୍ୟାଶନାଲ କନଫରେନ୍ସର ନେତା ଓମାର ଅବଦୁଲ୍ଲା ଆଜି ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ୫୪ ବର୍ଷୀୟ ଅବଦୁଲ୍ଲା ଦ୍ୱିତୀୟ ଥର...

‘ପ୍ରତିଟି ଭାରତୀୟ ଆପଣଙ୍କ ନିକଟରେ ଋଣି ରହିବେ’, ଭାଇରାଲ ହେଉଛି ରତନ ଟାଟାଙ୍କ ଏମିତି ଏକ ଚିଠି

ନୂଆଦିଲ୍ଲୀ,୧୬।୧୦: ଦେଶର ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪)ରେ ୮୬ ବର୍ଷ ବୟସରେ ମୁମ୍ବାଇର ଏକ ଡାକ୍ତରଖାନାରେ ପରଲୋକ ହୋଇଛି।...

ନୂଆ କାର୍‌ ଆଗରେ ଲଙ୍କା-ଲେମ୍ବୁ ଟାଙ୍ଗିଲେ ଜର୍ମାନ ରାଷ୍ଟ୍ରଦୂତ: ନଡ଼ିଆ ଭାଙ୍ଗିବା ପରେ… ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଯେତେବେଳେ ବି ଏକ ନୂତନ ଜିନିଷ ଘରକୁ ଆସେ, କେବଳ ଏହାକୁ ପୂଜା କରାଯାଏ ନାହିଁ, ବରଂ ଲେମ୍ବୁ ଏବଂ ଲଙ୍କା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri