Posted inଜାତୀୟ

କଂଗ୍ରେସ ହାଇକମାଣ୍ଡ କରନ୍ତୁ ଆତ୍ମମନ୍ଥନ: ସିବଲ

ନୂଆଦିଲ୍ଲୀ,୧୬।୧୧: ବିହାର ବିଧାନସଭା ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ଏବେ ଦଳରେ ଚର୍ଚ୍ଚା ଆରମ୍ଭ ହୋଇଛି। ସେହିପରି ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଗୁଜରାଟ ସମେତ ଅନ୍ୟ ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ମଧ୍ୟ ଦଳର ପ୍ରଦର୍ଶନ ଭଲ ନାହିଁ। ମହାମେଣ୍ଟର ଅନ୍ୟ ସହଯୋଗୀ ଦଳ ମଧ୍ୟ କଂଗ୍ରେସର ପ୍ରଦର୍ଶନ ନେଇ ମୁହଁ ଖୋଲିଛନ୍ତି। ଏପରିସ୍ଥଳେ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ଦଳରେ ନେତୃତ୍ୱ ପରିବର୍ତ୍ତନ ଉପରେ ପୁଣି ପ୍ରଶ୍ନ ଉଠାଇଛନ୍ତି। ସେ ଏକ ସାକ୍ଷାତ୍‌କାରରେ ହାଇକମାଣ୍ଡଙ୍କୁ ଆତ୍ମମନ୍ଥନ କରିବା ଲାଗି ପରାମର୍ଶ ଦେଇଛନ୍ତି। ଦେଶର ଜନସାଧାରଣ କଂଗ୍ରେସକୁ ଏକ ବଡ଼ ବିକଳ୍ପ ବୋଲି ଚିନ୍ତା କରୁ ନ ଥିବା ସେ କହିଛନ୍ତି। ଗତ ୬ ବର୍ଷ ଧରି କଂଗ୍ରେସ ହାଇକମାଣ୍ଡ ଦଳର ପ୍ରଦର୍ଶନ ନେଇ ଚିନ୍ତା କରୁ ନାହାଁନ୍ତି। ନେତୃତ୍ୱ ପରିବର୍ତ୍ତନ ନେଇ ଦଳରେ କୌଣସି ଆଲୋଚନା ହେଉ ନ ଥିବା ସେ କହିଛନ୍ତି। ସାଂଗଠନିକସ୍ତରକୁ ସୁଦୃଢ଼ କରାଗଲେ ଦଳ ପୁଣି ଆଗକୁ ଆସି ପାରିବ ବୋଲି ସିବଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ...

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି।...

ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ: ଆସନ୍ତାବର୍ଷ ଲକ୍ଷେ ନୂଆ ଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ରହିଛି ଲକ୍ଷ୍ୟ

ନୂଆଦିଲ୍ଲୀ,୨୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’କାର୍ଯ୍ୟକ୍ରମର ୧୧୬ ତମ ଏପିସୋଡ୍‌ରେ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମେ ଜାତୀୟ କ୍ୟାଡେଟ କର୍ପସ...

ଚର୍ଚ୍ଚାରେ ହେଲିକପ୍ଟର ମାଡାମ, ବାରିପଦା ଝିଅ ହେବେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ!

ରାଞ୍ଚି,୨୪।୧୧: ଝାଡ଼ଖଣ୍ଡର JMM ସରକାର ପୁଣି ବାଜିମାତ ପରେ ଏବେ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ। କୁହାଯାଉଛି କଳ୍ପନା ସୋରେନଙ୍କ ଭିନ୍ନ...

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଉପରେ ନଜର

ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ...

ମହାରାଷ୍ଟ୍ରରେ ମହାୟୁତି, ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌+

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଜନାଦେଶ ଶାସକ ମେଣ୍ଟ ସପକ୍ଷରେ ଆସିଛି। ମହାରାଷ୍ଟ୍ର ମତଦାତା ‘ଲଡ୍‌କି ବହିନ’ ଭଳି ଯୋଜନାଗୁଡ଼ିକୁ ନେଇ ମହାୟୁତି ଉପରେ...

ପରାଜୟ ପରେ ଇଭିଏମ୍‌କୁ ଦୋଷଦେଲେ ବିରୋଧୀ

ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ଇଭିଏମ୍‌କୁ ଦୋଷ ଦେଇଛି। ଭାଜପାକୁ ଫାଇଦା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri