Advertisement

କଂଗ୍ରେସ ରାଲିରେ ଅଘଟଣ: ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ନେତା ନରସିଂହ ମିଶ୍ର

ଭୁବନେଶ୍ୱର,୨୮।୧୨(ବ୨୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ ସୋମବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବାହ୍ନରେ ସିବିଆଇ ଅଫିସ ସମ୍ମୁଖରେ କଂଗ୍ରେସ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅନୁଷ୍ଠିତ ରାଲିରେ ଉଦ୍‌ବୋଧନ ଦେଇ ସାରିବା ପରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରି ନରସିଂହ ବସି ପଡ଼ିଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇ ସ୍ବାସ୍ଥ୍ୟପରୀକ୍ଷା କରାଯାଉଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share