Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ନୂଆ ରଣନୀତି, ସୋନିଆ ଯିବେ ରାଜ୍ୟ ସଭା! ପ୍ରିୟଙ୍କାଙ୍କୁ ନେଇ ବି ହେଉଛି…

ନୂଆଦିଲ୍ଲୀ,୩୦।୧: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନୂ ପୂର୍ବରୁ ଚର୍ଚ୍ଚାରେ କଂଗ୍ରେସର ନୂଆ ରଣନୀତି। ଦଳର ନେତା ସୋନିଆ ଗାନ୍ଧୀ ଅଥବା ପ୍ରିୟଙ୍କା ଗାନ୍ଧୀ ରାଜ୍ୟ ସଭା ଯାଇପାରନ୍ତି। ଏନେଇ ହିମାଚଳ ପ୍ରଦେଶର କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂହ ସଙ୍କେତ ଦେଇଛନ୍ତି। ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଏହି ଆସନ ଲାଗି ସୋନିଆ ନଚେତ ପ୍ରିୟଙ୍କାଙ୍କ ସହ ଆଲୋଚନା କରାଯିବ, ଯଦି ସେମାନେ ଚାହିଁବେ ତେବେ ଏହି ଆସନ ତାଙ୍କୁ ମିଳିପାରେ ବୋଲି ପ୍ରତିଭା ମଙ୍ଗଳବାର କହିଛନ୍ତି।

କହିରଖୁଛୁ, ୨୦୧୮ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ପରେ ନଡ୍ଡାଙ୍କୁ ରାଜ୍ୟ ସଭା ପଠାଯାଇଥିଲା। ଏବେ ଏପ୍ରିଲ ୨ରେ ତାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ତେବେ ୨୦୨୨ରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପାକୁ ହରାଇ ବିଜେତା ହୋଇଥିଲା। ୬୮ ସଦସ୍ୟ ବିଶିଷ୍ଟ ବିଧାନସଭାରେ କଂଗ୍ରେସର ୪୦ ବିଧାୟକ ଅଛନ୍ତି। ଏଣୁ ଏହି ଆସନରୁ ରାଜ୍ୟ ସଭା ଲାଗି କଂଗ୍ରେସର ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ ବୋଲି କୁହାଯାଉଛି। ଅପରପକ୍ଷେ ସୋନିଆ ୨୦୧୯ରେ ରାଏବରେଲି ଆସନରୁ ଲୋକ ସଭା ନିର୍ବାଚନ ଲଢ଼ିଥିଲେ। ସେହିଭଳି ପ୍ରିୟଙ୍କା ଏଯାବତ ସଂସଦର କୌଣସି ବି ଗୃହରେ ସଦସ୍ୟ ହୋଇନାହାନ୍ତି। ଏଣୁ ପ୍ରତିଭାଙ୍କ ବୟାନ ପରେ ଦଳ ଏ ଦୁହିଁଙ୍କ ମଧ୍ୟରୁ ଜଣଙ୍କୁ ନିର୍ବାଚନରେ ଛିଡ଼ା କରିପାରେ ବୋଲି ଆଲୋଚନା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri