Posted inଜାତୀୟ

କଂଗ୍ରେସକୁ ବଡ଼ ଅଫର୍‌ ଦେଲେ ଅଖିଳେଶ: ସମାଧାନ ହୋଇଯିବ କଳି

ଲକ୍ଷ୍ନୌ,୨୩।୧୦: ଉତ୍ତରପ୍ରଦେଶରେ ବିଧାନସଭା ଉପ-ନିର୍ବାଚନରେ ଆସନ ବାଣ୍ଟିବା ନେଇ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏପର୍ଯ୍ୟନ୍ତ ଏକମତ ହୋଇନାହିଁ। ଦୁଇ ଦଳ ମଧ୍ୟରେ କ୍ରମାଗତ କନ୍ଦଳ ଚର୍ଚ୍ଚା ମଧ୍ୟରେ ଏସପି ଏବଂ କଂଗ୍ରେସ ମଧ୍ୟରେ ଏକ ସହମତି ପ୍ରକାଶ ପାଇବାରେ ଲାଗିଛି। ଏସପି କଂଗ୍ରେସକୁ ଆଉ ଗୋଟିଏ ଆସନ ଦେଇଛି। କୁହାଯାଉଛି ଯେ, ରାଜ୍ୟରେ ଇଣ୍ଡିଆ ଆଲାଇନ୍ସ ଅଧୀନରେ କଂଗ୍ରେସ ତିନିଟି ଆସନରେ ନିର୍ବାଚନ ଲଢିବ।

ୟୁପି ବିଧାନସଭା ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଏସପି କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି। ଗାଜିଆବାଦ ପରେ କଂଗ୍ରେସ ଫୁଲପୁର ବିଧାନସଭା ଆସନ ମଧ୍ୟ ପାଇପାରେ। ଏହି ତୃତୀୟ ଆସନର ଏସପିର ଅଫର ପରେ କଂଗ୍ରେସ ଆଜି ଏହି ପ୍ରସଙ୍ଗରେ ଆଲୋଚନା କରି ନିଷ୍ପତ୍ତି ନେବ। ଏହାପୂର୍ବରୁ ଏସପି କଂଗ୍ରେସକୁ ଦୁଇଟି ଆସନ ପ୍ରଦାନ କରିଥିଲା। ଏଥିରେ ଗାଜିଆବାଦ ଏବଂ ଖୈର ଆସ ଥିଲା। ଅନ୍ତର୍ଭୁକ୍ତ ଥିଲାବେଳେ କଂଗ୍ରେସ ଲଗାତାର ପାଞ୍ଚଟି ଆସନ ଦାବି କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହାସିନାଙ୍କ ପାଇଁ ବାଂଲାଦେଶରେ ପୁଣି ବଢିଲା ଉତ୍ତେଜନା, ବିପଦରେ ରାଷ୍ଟ୍ରପତି ଆସନ!

ଢାକା,୨୩।୧୦: ଶେଖ ହାସିନା ବାଂଲାଦେଶ ଛାଡିଛନ୍ତି। ବର୍ତ୍ତମାନ ସେ ଭାରତରେ ଅଛନ୍ତି। କିନ୍ତୁ ତାଙ୍କ ପାଇଁ ବାଂଲାଦେଶରେ ପୁଣି ଥରେ ଉାତ୍ତଜନା ଦେଖାଦେଇଛି। ସେ ତାଙ୍କ...

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି।...

ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର...

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ...

ସୁପ୍ରିୟା ସୁଲେଙ୍କ କଟାକ୍ଷ, ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତିନି ଅଜିତ…

ମୁମ୍ବାଇ,୨୩।୧୦:ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଶାସକ ଦଳ ମହାୟୁତି ଏବଂ ବିରୋଧୀ ମହାବିକାଶ ଅଗାଡି ସିଟ୍‌ ବୁଝାମଣାକୁ...

ବନ୍ଦ ହୋଇଯିବ ସମସ୍ତ ମାଗଣା ସରକାରୀ ଯୋଜନା! ମାଗଣାରେ ମିଳୁଥିବା ରାଶନ ବି….

ନୂଆଦିଲ୍ଲୀ, ୨୩।୧୦: ଦିପାବଳୀ ପୂର୍ବରୁ ସମସ୍ତଙ୍କୁ ଝଟ୍‌କା ଦେବାଭଳି ଖବର ସମସ୍ତଙ୍କୁ ଚିନ୍ତାରେ ପକାଇଛି। ହଁ, ଯଦି ଏହା ଠିକ୍‌ ତେବେ ଶୀଘ୍ର ସମସ୍ତ ମାଗଣା...

ବିସ୍ଫୋରଣରେ ଥରି ଉଠିଲା ରାଜଧାନୀ, ଜଣେ ମୃତ ୩ ଗୁରୁତର

ନୂଆଦିଲ୍ଲୀ,୨୩।୧୦: ସକାଳୁ ସକାଳୁ ଏକ ବିସ୍ଫୋରଣ ରାଜଧାନୀ ଦିଲ୍ଲୀକୁ ଥରାଇ ଦେଇଛି। ବୁଧବାର ସକାଳେ ଦିଲ୍ଲୀର ବସନ୍ତ କୁଞ୍ଜରେ ଏକ ଘରେ ହଠାତ୍‌ ବିସ୍ଫୋରଣ ଘଟିଥିଲା।...

୫ ବର୍ଷ ପରେ ମହାଁମୁହିଁ ହେବେ ମୋଦି-ଜିନ୍‌ପିଙ୍ଗ: ଦେଖିବ ସାରା ବିଶ୍ୱ

ନୂଆଦିଲ୍ଲୀ,୨୩।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ ରୁଷର କଜାନରେ ଆୟୋଜିତ ହେଉଛି। ଏହାହା ୨୨ ଅକ୍ଟୋବରରୁ ଆରମ୍ଭ ହୋଇ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଆଜି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri