Posted inଜାତୀୟ

ସଞ୍ଜୟ ସିଂଙ୍କୁ ସମର୍ଥନ କଲା କଂଗ୍ରେସ, ହେଲେ ସୁଖପାଲଙ୍କ ଗିରଫକୁ ନେଇ ଏଏପିକୁ କଲା ଟାର୍ଗେଟ

ନୂଆଦିଲ୍ଲୀ,୬।୧୦: କଂଗ୍ରେସ ଏମପି କେସି ଭେନୁଗୋପାଳ ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂଙ୍କ ଗିରଫକୁ ବିରୋଧ କରିଛନ୍ତି। ଏହା ସହିତ ସେ ପଞ୍ଜାବରେ ଏଏପି ସରକାର ଅଧୀନରେ ସୁଖପାଲ ସିଂ ଖେରାଙ୍କୁ ଗିରଫ କରିବା ବିରୋଧରେ ମଧ୍ୟ ଏଏପିକୁ ଟାର୍ଗେଟ କରିଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୮ରେ ସୁଖପାଲ ସିଂ ଖେରାଙ୍କୁ ତାଙ୍କ ଘରୁ ଗିରଫ କରାଯାଇଥିଲା। ୨୦୧୫ ଡ୍ରଗ୍ସ ଚୋରା ଚାଲାଣ ମାମଲାରେ ଜଲାଲାବାଦ କୋର୍ଟ ତାଙ୍କୁ ଦୁଇ ଦିନିଆ ରିମାଣ୍ଡରେ ପଠାଇଥିଲେ।
କେସି ଭେନୁଗୋପାଳ ‘ଏକ୍ସ’ (ପୂର୍ବରୁ ଟୁଇଟର) ରେ ଏକ ପୋଷ୍ଟରେ କହିଛନ୍ତି ଯେ ସଞ୍ଜୟ ସିଂଙ୍କୁ ଇଡି ଦ୍ୱାରା ଗିରଫ କରିବା ଭାଜପାର ରାଜନୀତିକୁ ଅନ୍ୟ ସ୍ତରକୁ ନେଇଯାଉଛି। ଆମେ ସେମାନଙ୍କ ସହିତ ସମ୍ପୂର୍ଣ୍ଣ ଏକତା ମଧ୍ୟରେ ଛିଡା ହୋଇଛୁ।
ଭେନୁଗୋପାଳ ଆହୁରି ମଧ୍ୟ କହିଛନ୍ତି ଯେ ପଞ୍ଜାବ ପୋଲିସ ଦ୍ୱାରା ଅଖିଳ ଭାରତୀୟ କିସାନ ସଭାର ଅଧ୍ୟକ୍ଷ ସୁଖପାଲ ସିଂ ଖେରା ଏବଂ ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଓପି ସୋନିଙ୍କ ଗିରଫକୁ ମଧ୍ୟ ଆମେ ବିରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ କାମ କରୁଥିବାବେଳେ ଚେୟାରରୁ ଖସିପଡ଼ିଲେ ଅଧିକାରୀ, ଚାଲିଗଲା ଜୀବନ

ଲକ୍ଷ୍ନୌ,୨୫ା୯: ବ୍ୟାଙ୍କରେ କାମ କରୁଥିଲେ ଜଣେ ମହିଳା ଅଧିକାରୀ। ହଠାତ୍‌ ଚେୟାରରୁ ଖସିପଡ଼ିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଛି। ଲକ୍ଷ୍ନୌସ୍ଥିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଅତିରିକ୍ତ ଡେପୁଟି...

ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ, କହିଲେ ଭାରତର କୌଣସି ବି ଅଞ୍ଚଳକୁ ‘ପାକିସ୍ତାନ’ କହିପାରିବେ ନାହିଁ…

ନୂଆଦିଲ୍ଲୀ,୨୫।୯: ନିକଟରେ ହୋଇଥିବା ଏକ ଶୁଣାଣି ସମୟରେ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ନାଟକ ହାଇକୋର୍ଟର ବିଚାରପତି...

ଭରତପୁର ଘଟଣାକୁ ନେଇ ମୁହାଁମୁହିଁ ହେଲେ ପୂର୍ବତନ ସେନା ମୁଖ୍ୟ ଓ ସିବିଆଇ ଅଧିକାରୀ, ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା...

‘କବଚ ୪.୦’ ଟ୍ରାଏଲ ରନ୍‌ ଯାଞ୍ଚ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୨୫।୯: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୱାଇ ମାଧୋପୁରରେ ଅଟୋମେଟିକ ଟ୍ରେନ ସୁରକ୍ଷା ସିଷ୍ଟମ କବଚ ୪.୦ର ଟ୍ରାଏଲ ରନ କରିଛନ୍ତି। ସୱାଇ ମାଧୋପୁର ଏବଂ...

ମହିଳା ଭଡ଼ାଟିଆଙ୍କ ପାଇଖାନା, ବେଡ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ମାଲିକଙ୍କ ପୁଅ: ଆଉ ତା’ପରେ…

ନୂଆଦିଲ୍ଲୀ,୨୫ା୯:ମହିଳା ଭଡ଼ାଟିଆଙ୍କ ଭିଡିଓ ପ୍ରସ୍ତୁତ କରିବାକୁ ତାଙ୍କ ବେଡ୍‌ରୁମ୍‌ ଓ ପାଇଖାନାରେ ଦିଲ୍ଲୀ ଶାକରପୁର ଅଞ୍ଚଳର ଜଣେ ୩୦ ବର୍ଷୀୟ ଯୁବକ ଗୋପନରେ ସ୍ପାଏ କ୍ୟାମେରା...

୧୦ ମାସର ଶିଶୁକୁ ବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର

ଭାରୁଚ,୨୫ା୯:ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜିଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁଙ୍କୁ ବଳାତ୍କାର କରାଯାଇଛି। ପିଲାଟି ଘର...

କଙ୍ଗନାଙ୍କ ୟୁ-ଟର୍ନ: ଚାପ ବଢିବାରୁ ବଦଳାଇଲେ ମତ

ନୂଆଦିଲ୍ଲୀ,୨୫।୯: ବଲିଉଡ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ‘କୃଷି ଆଇନ ଫେରାଇ ଆଣିବା’ ବିବୃତ୍ତିରୁ ଭାଜପା ନିଜକୁ ଦୂରେଇ ରଖିଛି। ଭାଜପା ମୁଖପାତ୍ର ଗୌରବ...

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri