ନୂଆଦିଲ୍ଲୀ,୧୬।୧୧-ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୀଷ ତିୱାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ସୋମବାର ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ସତର୍କତା କରାନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।
I have tested positive for COVID -19 today afternoon. I got up with mild fever around 2 AM last night. Got myself tested first thing in the morning.Two parallel Tests. No other symptoms so far.All those who have been in contact with me over the past few days are advised caution.
— Manish Tewari (@ManishTewari) November 16, 2020