Posted inଜାତୀୟ

ଓ୍ବାୟନାଡରୁ ପ୍ରିୟଙ୍କାଙ୍କ ପାଇଁ ପ୍ରଚାର କରିବେ ମମତା ବାନାର୍ଜୀ, ଜାଣନ୍ତୁ କଂଗ୍ରେସକୁ କାହିଁକି ପଡ଼ିଲା ଏଭଳି ଆବଶ୍ୟକତା…

ନୂଆଦିଲ୍ଲୀ,୨୨।୬: ଓ୍ବାୟନାଡ଼ ଲୋକ ସଭା ଆସନରୁ ଉପନିର୍ବାଚନ ଘୋଷଣା ହେବା ପୂର୍ବରୁ କଂଗ୍ରେସ ପକ୍ଷରୁ ଗୋଟି ଚାଳନା ଆରମ୍ଭ ହୋଇଛି। ଏହି ଆସନରୁ ପ୍ରିୟଙ୍କା ଗାନ୍ଧୀ ନିର୍ବାଚନ ଲଢ଼ିବେ। ତାଙ୍କ ରାସ୍ତା ସହଜ କରିବା ଲାଗି ଦଳ କେରଳରୁ ନେଇ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ଅଙ୍କକଷା ଚାଲିଛି। ଦଳ ପକ୍ଷରୁ ପ୍ରିୟଙ୍କାଙ୍କ ପ୍ରଚାର ପାଇଁ ତୃଣମୂଳ କଂଗ୍ରେସର ଅଧ୍ୟକ୍ଷ ମମତା ବାନାର୍ଜୀଙ୍କୁ ସମ୍ପର୍କ କରାଯାଇଛି। ଏଥିଲାଗି ସେ ହଁ ଭରିଥିବା କୁହାଯାଉଛି।

ତୃଣମୂଳ କଂଗ୍ରେସ ସହ ଜଡ଼ିତ ‘ଇଣ୍ଡିଆ ଓ୍ବାଣ୍ଟସ୍‌ ମମତା ଦି’ଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ପୋଷ୍ଟର ଶେୟାର କରାଯାଇଛି। ଏଥିରେ ପ୍ରିୟଙ୍କାଙ୍କ ପାଇଁ ମମତା ପ୍ରଚାର କରିବେ ବୋଲି କୁହାଯାଇଛି। ହେଲେ ଏହାର ତାରିଖ ନେଇ ଘୋଷଣା ଏଯାବତ କରାଯାଇନାହିଁ।

ଗତ ୪ ବର୍ଷ ଧରି ଲଗାତାର କଂଗ୍ରେସ ଏହି ଆସନରୁ ବିଜେତା ହେଉଛି। ଗତ ୨ ନିର୍ବାଚନରେ ରାହୁଲ ଏଠାରେ ୫୦% ଅଧିକ ମତଦାନରେ ବିଜେତା ହୋଇଛନ୍ତି। ଏମିତିରେ ଚଳିତ ବର୍ଷ ଦୁଇ ଆସନରୁ ନିର୍ବାଚନ ଲଢ଼ିଥିବାରୁ ରାଏବରେଲି ହାତରେ ରଖି ଓ୍ବାୟନାଡ଼ ଛାଡ଼ିଥିଲେ ରାହୁଲ। ଏଥିଲାଗି ଉକ୍ତ ଆସନରେ ନିର୍ବାଚନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ବାହାରିବେ ଛାତ୍ର

ନୂଆଦିଲ୍ଲୀ,୧ା୭: ଏନ୍‌ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ...

କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା

ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ...

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ...

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ...

ଅଗ୍ନିବୀର ଯୋଜନାକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ, ରାଜନାଥ କହିଲେ…

ନୂଆଦିଲ୍ଲୀ,୧।୭:ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକ ସଭାରେ ସୋମବାର ହଟ୍ଟଗୋଳ ଜାରି ରହିଛି। ଅଗ୍ନିବୀର ଯୋଜନା ବିଷୟରେ ଆଲୋଚନା କରି ରାହୁଲ ଗାନ୍ଧୀ କହିଛନ୍ତି, ମୁଁ ଜଣେ...

ଇଣ୍ଡିଆ ମେଣ୍ଟ ଗୁଜରାଟରେ ଭାଜପାକୁ ହରାଇବ: ରାହୁଲ

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ଗୁଜୁରାଟରେ ଇଣ୍ଡିଆ ମେଣ୍ଟ...

‘ରାହୁଲ ଗାନ୍ଧୀ ପୂରା ଦେଶକୁ କ୍ଷମା ମାଗନ୍ତୁ’, ଏମିତି କାହିିଁକି କହିଲେ ଶାହା

ନୂଆଦିଲ୍ଲୀ,୨୧।୭: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିରେ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ନିଜର ପ୍ରତିକ୍ରିୟା ଦେଇଛନ୍ତି। ଅମିତ ଶାହା କହିଛନ୍ତି ଯେ...

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri