ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର,୧।୧୨(ବ୍ୟୁରୋ): ଗୃହକୁ ପ୍ରବେଶ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି। ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସ ବିକ୍ଷୋଭ ପଦର୍ଶନ କରିଛି । ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭା ପ୍ରବେଶ ଦ୍ୱାରରେ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି ।

ହାତରେ ପ୍ଲାକାର୍ଡ ଧରି ଧାରଣାରେ ବିଧାୟକ ବସିଛନ୍ତି । ଗୃହକୁ ମନ୍ତ୍ରୀ ପ୍ରବେଶ କଲେ ପବିତ୍ର ଗୃହ ଅପବିତ୍ର ହେବ ବୋଲି କଂଗ୍ରେସ ବିଧାୟକମାନେ କହିଛନ୍ତି । ତେବେ ଏହି ଧାରଣାରେ ବିଧାୟକ ସୁରେଶ ରାଉତରାୟ, ତାରାପ୍ରସାଦ ବାହିନୀପତି , ସନ୍ତୋଷ ସିଂ ସାଲୁଜା, ଅଧିରାଜ ପାଣିଗ୍ରାହୀ ତଥା ଅନ୍ୟ ବିଧାୟକ ପ୍ରବେଶ ଦ୍ବାରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଧାନସଭାର ୨ଟି ପ୍ରବେଶ ପଥ ବନ୍ଦ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ...

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ...

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି...

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri