Posted inଜାତୀୟ

ଜାତୀୟ ପତାକା ଉପରେ ବିବାଦୀୟ ପୋଷ୍ଟ: କ୍ଷମା ମାଗିଲେ ନିଲମ୍ବିତ ମନ୍ତ୍ରୀ

ବେଙ୍ଗାଲୁରୁ,୮ା୪ ବିରୋଧୀ ଦଳ ଅଶୋକ ଚକ୍ର ସଦୃଶ ପ୍ରତିକ ବ୍ୟବହାର କରୁଥିବା ନେଇ ସୋସିଆଲ ମିଡିଆରେ ମାଳଦ୍ୱୀପର ପୂର୍ବତନ ମନ୍ତ୍ରୀ ମାରିୟାମ ଶିଉନା କରିଥିବା ପୋଷ୍ଟକୁ ନେଇ ବିବାଦ ଦେଖାଦେବା ପରେ ସେ ସୋମବାର କ୍ଷମା ମାଗିଛନ୍ତି। ମୋ ପୋଷ୍ଟକୁ ନେଇ ଯଦି କୌଣସି ଦ୍ୱନ୍ଦ୍ୱ ବା ଅପରାଧ ହୋଇଥାଏ ସେଥିପାଇଁ ବିନମ୍ରତାର ସହ କ୍ଷମା ମାଗୁଛି ବୋଲି ନିଲମ୍ବିତ ମନ୍ତ୍ରୀ ଶିଉନା କହିଛନ୍ତି।

ସେ କହିଛନ୍ତି, ମାଳଦ୍ୱୀପର ବିରୋଧୀ ଦଳ ଏମ୍‌ଡିପି ଭାରତୀୟ ଜାତୀୟ ପତାକା ଭଳି ଦେଖାଯାଉଥିବା ଏକ ଛବି ବ୍ୟବହାର କରୁଥିବା ନେଇ ତାଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ମୁଁ ଏଠାରେ ସ୍ପଷ୍ଟ କରିଦେବାକୁ ଚାହେଁ ଯେ, ଏହା ସମ୍ପୂର୍ଣ୍ଣ ଉଦ୍ଦେଶ୍ୟ ବିହୀନ ଏବଂ ବୁଝାମଣାର ଅଭାବ ପାଇଁ ଅନୁତପ୍ତ ବୋଲି ଶିଉନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦରୁ ମହିଳାଙ୍କୁ ହତ୍ୟା ପରେ ଜାଳିଦେଲେ

ଇଟାଓ୍ବା, ୧୩।୪: ଉତ୍ତରପ୍ରଦେଶର ଇଟାଓ୍ବାରେ ଏକ ଜମି ବିବାଦକୁ କେନ୍ଦ୍ରକରି ଅଞ୍ଜଳି (୨୫) ନାମ୍ନୀ ଜଣେ ମହିଳାଙ୍କୁ ଗଳାଚିପି ହତ୍ୟା ପରେ ଜାଳି ଦେଇଛନ୍ତି ୨...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image