ସେବାୟତଙ୍କ ମଧ୍ୟରେ ତୁଟିଲା ବିବାଦ: ୩ ଘଣ୍ଟା ବିଳମ୍ବରେ ଚାଲିଛି ନୀତିକାନ୍ତି

ପୁରୀ,୫।୨: ଶ୍ରୀମନ୍ଦିରରେ ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ଥିବା ବିବାଦର ଶେଷରେ ସମାଧାନ ହୋଇଛି। ପରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ରବିବାର ରାତିର ଶତାଧିକ ଅଭଡ଼ା କୂଡ଼ୁଆ ବାହାରିଛି। ମାତ୍ର ଏହି ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି ୩ ଘଣ୍ଟା ବିଳମ୍ବରେ ଚାଲିଛି।
ସୂଚନାଯୋଗ୍ୟ, ରବିବାର ଭିତର କାଠ ନିକଟରେ ରକ୍ତଛିଟା ପଡ଼ି ବଡ଼ ମହାସ୍ନାନ ହୋଇଥିଲା। ବଡ଼ସ୍ନାନ ପରେ ଦ୍ୱିତୀୟ ଭୋଗ ମଣ୍ଡପରେ ସା ଆଳତି ହୋଇଥିଲା।  ମାତ୍ର ଆଳତି ହେବାରେ ବିଳମ୍ବ ହେବାରୁ ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଏତେ ବିଳମ୍ବରେ ମହାପ୍ରସାଦ ନେଇ ଏବେ କ’ଣ କରିବୁ ବୋଲି ସୁଆର ସେବକମାନେ କହିଥିଲେ। ଏଥିସହ ସେମାନେ ପ୍ରସାଦ ଭୋଗମଣ୍ଡପରେ ଛାଡ଼ି ଚାଲିଯାଇଥିଲେ। ଫଳରେ ରବିବାରଠାରୁ ଶତାଧିକ ଅଭଡ଼ା କୁଡୁଆ ଭୋଗ ମଣ୍ଡପରେ ପଡ଼ିଥିଲା। ସମସ୍ୟାର ସମାଧାନ ପରେ ଭୋଗ କଡ଼ୁଆ ବାହାରିଛି।

Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri