

Posted inଆମ ଜିଲା ଖବର, କଟକ View All

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର
ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ
ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି
ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍ ମରାମତି କାମ, ଖୁବ୍ଶୀଘ୍ର ଚାଲିବ ଟ୍ରେନ୍
ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍ଡେଟ୍ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍; ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ
ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ
ପୁରୀ,୩୧ା୩(ଅଜିତ୍ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ...