Posted inVideo

Cops postpone wedding amid call of duty | କର୍ତବ୍ୟ ପାଇଁ ବିବାହ ଘୁଂଚାଇ ଦେଲେ ପୋଲିସ କର୍ମଚାରୀ

Featured Video Play Icon

ନିଜ ପରିବାରକୁ ପର କରି ସେମାନେ ମାନବ ଜାତିର ସେବା ପାଇଁ ଦିନରାତି ଏକ କରିଦେଇଛନ୍ତି । ବ୍ୟକ୍ତିଗତ ସ୍ୱାର୍ଥ ସେମାନଙ୍କ ଆଗରେ ତୁଚ୍ଛ ହୋଇଛି l ଏପରି କ୍ଷେତ୍ରରେ ଉଦାହରଣ ସାଜିଛନ୍ତି ଓଡିଶା ପୁଲିସର ଦୁଇ ମହିଳା କର୍ମଚାରୀ । କରୋନା ଭଳି ବିପତ୍ତି ସମୟରେ ନିଜ କର୍ତ୍ତବ୍ୟକୁ ପ୍ରାଥମିକତା ଦେଇ ସେମାନେ ନିଜ ବିବାହକୁ ସ୍ଥଗିତ ରଖି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri