ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧ ମୃତକଙ୍କ ମଧ୍ୟରୁ କଟକରୁ ୩, ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି । ସେହିଭଳି କନ୍ଧମାଳ, ରାୟଗଡ଼ା, ଯାଜପୁର, ନୟାଗଡ଼, ବଲାଙ୍ଗୀର ଓ କେନ୍ଦୁଝର ଜଣେ ଲେଖାଏ ରହିଛନ୍ତି।

 

 

 

 

 

Share