ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ ଓ ମାଲକାନଗିରିରୁ ୨ଜଣ ଲେଖାଏଙ୍କ ମୃତ୍ୟୁ ଘଟିଛି। ସେହିପରି ଭଦ୍ରକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏ ରହିଛନ୍ତି।

Share