ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।

 

 

 

 

Share