ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି।

 

Share