ହସ୍ପିଟାଲର ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କଲେ କରୋନା ଆକ୍ରାନ୍ତ

ବାରଣାସୀ, ୨୪।୮: ଉତ୍ତର ପ୍ରଦେଶ ବାରଣାସୀସ୍ଥିତ କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚ୍‌ୟୁ) କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ଆକ୍ରାନ୍ତ ଯୁବକ ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ପୋଲିସର ସୂଚନା ଅନୁସାରେ ଅଗଷ୍ଟ ୧୬ରେ ଅଙ୍କିତ ନାମକ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ହସ୍ପିଟାଲର ଜରୁରୀକାଳୀନ ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ଯୁବକଙ୍କ କରୋନା ଟେଷ୍ଟ କରାଯାଇଥିବାବେଳେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତାଙ୍କୁ ଚିକିତ୍ସା ଲାଗି କୋଭିଡ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ରବିବାର ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ହସ୍ପିଟାଲର ପ୍ରଫେସର ଏସ୍‌.କେ. ମାଥୁରଙ୍କ କହିବାନୁଯାୟୀ, ଯୁବକଜଣଙ୍କ ମାନସିକ ରୋଗରେ ପୀଡ଼ିତ ଥିଲେ। ଯୁବକଙ୍କୁ ଘରେ ଆଇସୋଲେସନରେ ରଖିବାକୁ ହସ୍ପିଟାଲ ପକ୍ଷରୁ କୁହାଯାଇଥିଲା। କିନ୍ତୁ ପରିବାର ଲୋକ ଏଥିରେ ରାଜି ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ପାଇଁ ଖରାପ ଖବର! କମ୍ପାନୀ ମାନିଲା ହୋଇପାରେ ବ୍ଲଡ କ୍ଲଟିଂ ଭଳି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୩୦।୪: କୋଭିଡ ଟିକା କାରଣରୁ ପାର୍ଶ୍ୱ ପ୍ରତିକ୍ରିୟାର ସମସ୍ତ ଦାବି ମଧ୍ୟରେ ଟିକା ଉତ୍ପାଦନକାରୀ କମ୍ପାନୀ ଆଷ୍ଟ୍ରାଜେନେକା ଏକ ବଡ଼ ତଥ୍ୟ ଦେଇଛି। କୋର୍ଟରେ ଉପସ୍ଥାପିତ...

ଭାରତୀୟଙ୍କ ଫୁସଫୁସକୁ ଅଧିକ ଦୁର୍ବଳ କରିଛି କରୋନା ମହାମାରୀ: ପ୍ରକାଶ ପାଇଲା ରିପୋର୍ଟ…

ନୂଆଦିଲ୍ଲୀ,୧୯।୨ : କରୋନା ମହାମାରୀ ଭାରତୀୟଙ୍କ ଫୁସଫୁସକୁ ବହୁତ ଦୁର୍ବଳ କରିଦେଇଛି। ଭେଲୋରର ଖ୍ରୀଷ୍ଟିଆନ ମେଡିକାଲ କଲେଜ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନ ରିପୋର୍ଟରୁ ଏହା...

ଜାନୁଆରୀରେ ପୁଣି ବଢିପାରେ କରୋନା ସଂକ୍ରମଣ, ଚାଇନାରେ ବଢୁଛି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା

ବେଜିଂ,୧୫।୧: ଚାଇନାର ହସ୍ପିଟାଲଗୁଡ଼ିକରେ ଜ୍ୱର କ୍ଲିନିକ ପରିଦର୍ଶନ କରୁଥିବା ରୋଗୀଙ୍କ ସଂଖ୍ୟା ନୂଆ ବର୍ଷ ପରଠାରୁ ହ୍ରାସ ପାଇଛି। ତେବେ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଚାଇନାର...

ଡରାଇଲାଣି କରୋନାର ନୂଆ ଭାରିଏଣ୍ଟ ଜେଏନ.୧, ୧୦୦୦ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୨।୧: ସମଗ୍ର ଦେଶରେ କରୋନାଙ୍କର ବିପଦ ବଢିବାରେ ଲାଗିଛ। ନୂତନ ଭାରିଆଣ୍ଟ JN.1 ର ମାମଲା ବଢିଚାଲିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସମଗ୍ର...

ଦକ୍ଷିଣ ପରେ ଏବେ ଉତ୍ତର ଭାରତ ମୁହାଁ କରୋନାର ନୂଆ ଭାରିଏଣ୍ଟ, ବିଶେଷଜ୍ଞ କହିଲେ ସମସ୍ତେ ହୋଇ ଯାଆନ୍ତୁ ସାବଧାନ

ନୂଆଦିଲ୍ଲୀ,୧୧।୧: ଏବେ ସାରା ବିଶ୍ୱରେ କରୋନା ସଂକମ୍ରମଣ ବଢିବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ର ରିପୋର୍ଟ ଅନୁଯାୟୀ, ଡିସେମ୍ବର ୨୦୨୩ରେ ଓମିକ୍ରନର ନୂତନ ସବ-ଭାରିଆଣ୍ଟ...

ପୁଣି କରୋନା ଆତଙ୍କ: ୨୪ ଘଣ୍ଟାରେ ୫ ମୃତ, ସକ୍ରିୟ ମାମଲା ୪୦୦୦ ଟପିଲା…

ନୂଆଦିଲ୍ଲୀ,୭।୧ : କରୋନା ମହାମାରୀ ପୁଣି ଥରେ ଦେଶରେ ଆତଙ୍କ ସୃଷ୍ଟି କରୁଛି। ଏହାର ଆକ୍ରାନ୍ତ ହେଉଥିବା ଲୋକଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି ଘଟୁଛି। ସ୍ବାସ୍ଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri