ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ବୁଧବାର ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୬ହଜାର ୫୩୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୨, ବରଗଡ଼ରୁ ୨, ଭଦ୍ରକରୁ ୫, ବଲାଙ୍ଗୀରରୁ ୩ , କଟକରୁ ୫୪, ବୌଦ୍ଧରୁ ୧୮, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧୦, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୧୪, ଯାଜପୁରରୁ ୧୪, ଝାରସୁଗୁଡାରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପର କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୮, ନୟାଗଡ଼ରୁ ୯, ପୁରୀରୁ ୧୪, ରାୟଗଡ଼ା ୧, ସମ୍ବଲପୁରରୁ ୧୬, ସୁନ୍ଦରଗଡ଼ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୮ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri