ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ରବିବାରବାର ୧୦୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୩୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୯୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨୦ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୬ ହଜାର ୫୧୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୫ ,ବରଗଡ଼ରୁ ୧୮, ଭଦ୍ରକରୁ ୬, ବଲାଙ୍ଗୀରରୁ ୨୫, ବୌଦ୍ଧରୁ ୧୨, କଟକରୁ ୮୧, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୫, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୩୩, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୨୩୯, କୋରାପୁଟରୁ ୫, ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୨ ,ନୂଆପଡ଼ାରୁ ୮, ପୁରୀରୁ ୧୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦୫, ସୁବର୍ଣ୍ଣପୁରରୁ ୧୮, ସୁନ୍ଦରଗଡ଼ରୁ ୧୮୦ ଓ ଷ୍ଟେଟ୍‌ ପୁଲ୍‌ରୁ ୪୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।...

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ...

ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ

ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ...

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ...

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର...

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ...

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri