ପୁଣି ଡରାଇଲାଣି କରୋନା: ରାଜ୍ୟରେ ୮୭୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ରବିବାରବାର ୮୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ୧୨୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୧୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬୦ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୯ ହଜାର ୧୧୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୪, ବାଲେଶ୍ୱରରୁ ୮,ବରଗଡ଼ରୁ ୯, ଭଦ୍ରକରୁ ୬, ବଲାଙ୍ଗୀରରୁ ୭, ବୌଦ୍ଧରୁ ୧୧, କଟକରୁ ୯୬, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୩, ଗଞ୍ଜାମରୁ ୮, ଜଗତ୍‌ସିଂହପୁରରୁ ୧୬, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୫, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୨୮୨, କୋରାପୁଟରୁ ୧୨, ମୟୂରଭଞ୍ଜରୁ ୫୯, ନୟାଗଡ଼ରୁ ୧୯ ,ନୂଆପଡ଼ାରୁ ୭, ପୁରୀରୁ ୧୯, ରାୟଗଡ଼ାରୁ ୬, ସମ୍ବଲପୁରରୁ ୨୩, ସୁବର୍ଣ୍ଣପୁରରୁ ୨୬, ସୁନ୍ଦରଗଡ଼ରୁ ୧୪୪ ଓ ଷ୍ଟେଟ୍‌ ପୁଲ୍‌ରୁ ୬୧ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ...

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ...

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri