ପୁଣି ଡରାଇଲାଣି କରୋନା: ରାଜ୍ୟରେ ୭୪୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ବୁଧବାର ୭୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୪୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୦୭ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୫ ହଜାର ୩୨୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ, ୧, ବାଲେଶ୍ୱରରୁ ୧୨, ଭଦ୍ରକରୁ ୨, ବରଗଡ଼ରୁ ୧, ଭଦ୍ରକରୁ ୮, ବଲାଙ୍ଗୀର ୪, ବୌଦ୍ଧରୁ ୮, କଟକରୁ ୧୧୫, ଦେବଗଡ଼ରୁ ୮, ଗଜପତିରୁ ୨, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୧୧, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୩୦୩, କୋରାପୁଟରୁ ୧୦, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୧ ,ନୂଆପଡ଼ାରୁ ୧୧, ପୁରୀରୁ ୩୬, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୪, ସୁବର୍ଣ୍ଣପୁରରୁ ୭, ସୁନ୍ଦରଗଡ଼ରୁ ୬୫ ଓ ଷ୍ଟେଟ୍‌ ପୁଲ୍‌ରୁ ୪୦ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାନନଗର ମଶାଣିରେ ହେବ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ

କଟକ,୧୮।୧୧: କଟକ ଖାନନଗର ମଶାଣିରେ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ କରାଯିବ। ଏ ନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି।...

ମୁଁ ମୁଖ୍ୟମନ୍ତ୍ରୀ ରେସ୍‌ରେ ନାହିଁ: କାହିଁକି ଏମିତି କହିଲେ ଏକନାଥ ଶିନ୍ଦେ

ପୁଣେ,୧୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ମଧ୍ୟରେ ଶିବସେନା ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ମୁଁ ମହାରାଷ୍ଟ୍ର...

ବାଲିଯାତ୍ରାରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ...

ଆଗାମୀ ତିନିଦିନ ଏହି ସମସ୍ତ ଜିଲାରେ ଘନ କୁହୁଡ଼ି ସମ୍ଭାବନା: ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୧୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି...

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।...

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri