ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ୍‌ କରାଇ ନେବାକୁ ମଧ୍ୟ ରାଜ୍ୟପାଳ ଅନୁରୋଧ କରିଛନ୍ତି।

Share