ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶନିବାର କୋଭିଡ-୧୯(କରୋନା)ରେ ସଂକ୍ରମିତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ସେ କରୋନାରେ ସଂକ୍ରମିତ। ସେ ଏବେ ନିଜକୁ ଆଇସୋଲେଶନ କରି ରଖିଛନ୍ତି। ଗତ ୨ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କରୋନା ପରୀକ୍ଷା କରାଇନେବାକୁ ରୋହିତ ସୂଚାଇଦେଇଛନ୍ତି।

Share