ଓଡ଼ିଶାକୁ ଫେରିଲା କରୋନା: ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୧୨: ଓଡ଼ିଶାକୁ ପୁଣି କରୋନା ଫେରିଛି। ଓଡ଼ିଶାରୁ ଜଣେ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଉକ୍ତ ଆକ୍ରାନ୍ତ ସମ୍ପୂର୍ଣ୍ଣ ସୁସ୍ଥଥିବା ବେଳେ ହସ୍ପିଟାଲ ଯାଇ ନାହାନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share