ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୨ା୧୨: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗାମା କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ହୋମ୍‌ ଆଇସୋଲେଶନରେ ଥିବା ନେଇ ଟୁଇଟ କରି ଜଣାଇଛନ୍ତି। ଗତ ୫ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ସ୍ବାସ୍ଥ୍ୟ ଉପରେ ନଜର ରଖିବା ସହ ଆବଶ୍ୟକ ସ୍ଥଳେ କରୋନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।

Share