କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୨୧ ବର୍ଷୀୟା ଯୁବତୀ। ସେ ନବରଙ୍ଗପୁର ଜିଲାର ବୋଲି ଜଣାପଡିଛି।]


Enter your email to get our daily news in your inbox.

All Right Reserved By Dharitri.Com

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri