ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିରୁ ଗଜପତି ଜିଲାର ୬୩ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୫୫ ବର୍ଷୀୟ ବ୍ୟକ୍ତି, ୬୦ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୬୦ ବର୍ଷୀୟ ବୃଦ୍ଧ, ୫୧ ବର୍ଷୀୟ ମହିଳା, ଖୋର୍ଦ୍ଧାର ୩୫ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ର ଜଣେ ୬୯ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୫୮ ବର୍ଷୀୟ ମହିଳାଙ୍କ କରୋନାରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

IPL ନିଲାମ: ଧୋନୀଙ୍କ ସ୍ଥାନ ନେବେ ଏହି ୧୯ ବର୍ଷୀୟ ଖେଳାଳି, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: ଚେନ୍ନାଇ ସୁପର କିଙ୍ଗସ୍ (CSK) ୨୦୨୬ IPL ନିଲାମରେ ଭବିଷ୍ୟତ ଉପରେ ନଜର ରଖି ଲଗାତାର ଦୁଇ ଜଣ ଅନ୍‌କ୍ୟାପ୍ଡ୍ ଖେଳାଳିଙ୍କ ଉପରେ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri