ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ପୁରୀ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ବେଳେ ୩,୦,୨୭୯୬ ଜଣ ସୁସ୍ଥ ହୋଇଛନ୍ତି। ୮୦୮୮ ଜଣ ଚିକିତ୍ସିତ ହେଉଛନ୍ତି। ୧୬୦୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥାୟୀ କର୍ମଚାରୀଙ୍କ ଦରମା ପ୍ରାୟ ୨୫% ବୃଦ୍ଧି

ଭୁବନେଶ୍ୱର,୧୩ା୩ (ରବିନାରାୟଣ ଜେନା)ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅସ୍ଥାୟୀ କର୍ମଚାରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେମାନଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ଅର୍ଥ ବିଭାଗ...

୧ରୁ ରାଜ୍ୟରେ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର, ୧୩ା୩(ସୁନିତ୍‌ ମିଶ୍ର)ରାଜ୍ୟରେ ଆସନ୍ତା ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ଆୟୁଷ୍ମାନ୍‌ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହାସହ...

‘ରାଶନ କାର୍ଡ ତାଲିକାରୁ ୨୨,୨୯୩ ବାଦ୍‌’

ଭୁବନେଶ୍ୱର,୧୨ା୩(ରବିନାରାୟଣ ଜେନା): ରାଜ୍ୟରେ ୨୨,୨୯୩ ଅଯୋଗ୍ୟ ରାଶନ କାର୍ଡ ଚିହ୍ନଟ ହୋଇଛି, ଯେଉଁଥିରେ ୮୪ ହଜାର ୭୫୭ ସଦସ୍ୟ ରହିଥିଲେ। ସେମାନଙ୍କୁ ରାଶନ କାର୍ଡ ତାଲିକାରୁ...

ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ବୌଦ୍ଧ ୪୦.୫ ଡିଗ୍ରୀ ସେଲସିୟସରେ ଫୁଟିଛି। ଭାରତୀୟ...

ଭୁବନେଶ୍ବରରରେ ଦୂର ହେବ ଟ୍ରାଫିକ୍ ସମସ୍ୟା: ପଳାଶୁଣୀର ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା

ଭୁବନେଶ୍ୱର,୧୨।୩: ଭୁବନେଶ୍ୱରରେ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, କେନ୍ଦ୍ର ସରକାର ସ୍ମାର୍ଟ ସିଟିରେ ଟ୍ରାଫିକ୍ ଜାମ୍ ସମସ୍ୟାକୁ ହ୍ରାସ କରିବା ପାଇଁ...

ବଡ଼ ଖବର: ଗିରଫ ହୋଇପାରନ୍ତି ରାଜା ଚକ୍ର!

ଭୁବନେଶ୍ୱର,୧୨।୩: ଗିରଫ ହୋଇପାରନ୍ତି ରାଜା ଚକ୍ର। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର...

ବ୍ୟବସାୟ ବିକାଶ ବୃଦ୍ଧି କରିବା ପାଇଁ ସହର ଯୋଜନା ନିୟମ ସଂଶୋଧନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୨।୩: ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ(ବ୍ୟବସାୟ କରିବାର ସହଜତା)କୁ ବୃଦ୍ଧି କରିବା ପାଇଁ, ଓଡ଼ିଶା ସରକାର ଓଡ଼ିଶା ସହର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା...

ଗର୍ଜିଲା ଆଉଟ୍‌ସୋର୍ସିଂ କର୍ମଚାରୀ ମହାସଂଘ, ସମାନ କାମକୁ ସମାନ ଦରମା ଦାବିରେ…

ବଲାଙ୍ଗୀର,୧୨ା୩(ସୁନୀଲ କୁମାର ମହାନ୍ତି): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ବଲାଙ୍ଗୀର ଜିଲା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତଥା ଜିଲାପାଳଙ୍କ ଜରିଆରେ ୩ ଦଫା ଦାବିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image