ଆଜି ୧୬ ଜୀବନ ନେଲା କରୋନା

ଭୁବନେଶ୍ବର,୧୭।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୧୬ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି।

https://twitter.com/HFWOdisha/status/1494141744102866946]

 


Enter your email to get our daily news in your inbox.

All Right Reserved By Dharitri.Com

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ...

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ...

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri