ଭୁବନେଶ୍ବର,୧୭।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୧୬ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି।