୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୪, ସୁନ୍ଦରଗଡ ୪, ସମ୍ବଲପୁରରୁ ୩, ବରଗଡରୁ ୨, ଝାରସୁଗୁଡା ୨, ବଲାଙ୍ଗୀର ଏବଂ କେନ୍ଦ୍ରାପଡା ଜିଲାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।

Share