୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୪ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨, ନୂଆପଡା ୨, ସୁନ୍ଦରଗଡ ୨, ମୟୁରୁଭଞ୍ଜ ୨, ଖୋର୍ଦ୍ଧା, ସମ୍ବଲପୁର, କଟକ, କଳାହାଣ୍ଡି, କେନ୍ଦ୍ରାପଡା ଜଣ ଲେଖାଏ ଥିବାବେଳେ ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।

Share