ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Share