ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୮,୩୬୬ରେ ପହଞ୍ଚିଥିବା ବେଳେ ୧୦,୧୫,୦୧୮ଜଣ ସୁସ୍ଥ ହୋଇଛନ୍ତି। ୫୦୭୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

Share