ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।

Share