ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।

Share