ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମୃତ୍ୟୁ ଘଟିଥିବା ସମସ୍ତ ୭ ମୃତକ ବରଗଡ଼ ଜିଲାର।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ବେଳେ ୧୨,୭୧,୮୪୩ ଜଣ ସୁସ୍ଥ ହୋଇଛନ୍ତି। ୩୩୭୫ ଜଣ ଚିକିିତ୍ସିତ ହେଉଛନ୍ତି।

Share