ପୁଣି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ ଅଛନ୍ତି ଅଧିକ ସଂଖ୍ୟକ ମୃତକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୩ ଜଣ ଅଛନ୍ତି। ସେହିପରି କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ସମ୍ବଲପୁର ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ରହିଛନ୍ତି।

Share