ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Share