ଭୁନନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଆଉ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସେହି ୨ ଶିଶୁକନ୍ୟା ମଧ୍ୟରୁ ଜଣେ ମୟୂରଭଞ୍ଜ ଜିଲାର ୫ ମାସର ହୋଇଥିବା ବେଳେ ଅନ୍ୟ ଜଣେ କଟକ ଜିଲାର ୧୨ ଦିନର ଶିଶୁକନ୍ୟା।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ