ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୦୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ୩ ଜଣ କନ୍ଧମାଳ ଜିଲାର ରହିଛନ୍ତି। ଏହା ସହିତ ଆଜି ୧୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Share