Posted inଜାତୀୟ

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୯୧୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୪,୬୨,୪୪୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୯,୪୭,୭୫୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୫୩,୯୭୪ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୦୦୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଖାସ୍‌ ବାର୍ତ୍ତା ପଠାଇଲେ ମୋଦି, ଏକ୍ସରେ ଲେଖିଲେ…

ନୂଆଦିଲ୍ଲୀ, ୬।୧୧: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି, ଐତିହାସିକ ବିଜୟ ପାଇଁ...

ବଦଳିଗଲେଣି ରାହୁଲ ଗାନ୍ଧୀ: ଏବେ କରୁଛନ୍ତି ଏହି କାମ

ରାଏବରେଲି,୬।୧୧: ଉତ୍ତର ପ୍ରଦେଶର ରାଏବରେଲିରୁ ଲୋକ ସଭା ଏମ୍‌ପି ଭାବରେ ନିର୍ବାଚିତ ହେବା ପରେ ରାହୁଲ ଗାନ୍ଧୀ ବଦଳିଥିବା ଜଣାପଡିଛି। ଆମେଠି ଏମ୍‌ପି ଥିବାବେଳେ ରାହୁଲ...

ସୁରକ୍ଷାକର୍ମୀଙ୍କ ସହ ମୁହାଁ ମୁହିଁ ବେଳେ ଜଣେ ଆତଙ୍କବାଦୀ ମୃତ

କୁପଓ୍ବାରା,୬।୧୧: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ...

ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ

ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର...

ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି

ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ...

ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…

ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ...

ସିଦ୍ଦାରାମାୟାଙ୍କୁ ହାଇକୋର୍ଟ ନୋଟିସ

ବେଙ୍ଗାଲୁରୁ,୬ା୧୧: ମହୀଶୂର ସହରାଞ୍ଚଳ ବିକାଶ କର୍ତ୍ତୃପକ୍ଷ (ଏମ୍‌ୟୁଡିଏ) ଦୁର୍ନୀତି ମାମଲାରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ବି.ଏମ୍‌. ପାର୍ବତୀ, ଶାଳକ ମଲ୍ଲିକାର୍ଜୁନ...

ୟୁପି ମଦ୍ରାସା ଆଇନ ବୈଧ

ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri